ଭୁବନେଶ୍ୱର : ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ ବ୍ଲୁ ପ୍ରିଣ୍ଟ । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡିଶା ଟିମ । କାହିଁକି ସେହି ରାଜ୍ୟକୁ ଯାଉଛନ୍ତି , ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବୁ । କାରଣ ଖୋଜାଯାଇ ନିରାକରଣ ବାହାର କରାଯିବ କହିଲେ କନକବର୍ଦ୍ଧନ ସିଂଦେଓ । ଧାନ କ୍ୱିଣ୍ଟାଲ ପିଛା ୮୦୦ ଟଙ୍କା ଇନପୁଟ ସବସିଡି ଯୋଗୁଁ ଦାଦନ କମିଛି । ସମ୍ପୁର୍ଣ୍ଣ ରୋକିବାକୁ ବିଭିନ୍ନ ଦିଗ ଉପରେ ଚର୍ଚ୍ଚା ଆଲୋଚନା କରୁଛୁ ।
Views: 73