The Ultimate Managed Hosting Platform
ADVERTISEMENT

ଦିଦିଙ୍କ ଉପରେ ବର୍ଷିଲେ ଶଙ୍କରାଚାର୍ଯ୍ୟ, କହିଲେ ଭାବାବେଗ ସହ ଖେଳିବା ଉଚିତ୍ ନୁହେଁ

Facebook
Twitter
LinkedIn

ପୁରୀ : ଦିଦିଙ୍କ ଉପରେ ବର୍ଷିଲେ ଶଙ୍କରାଚାର୍ଯ୍ୟ । ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ବର୍ଷିଛନ୍ତି ଜଗତଗୁରୁ ଶଙ୍କରାଚାର୍ୟ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ । ପୂର୍ବରୁ ମଧ୍ୟ ଏଭଳି ଚକ୍ରାନ୍ତ ହୋଇଥିବା ସେ ଅଭିଯୋଗ ଆଣିଛନ୍ତି । ଏହାସହ ଦୀଘା ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ହେଉଛି ଅର୍ଥ ପ୍ରଲୋଭନ ।ପୁରୀ ପର୍ୟ୍ୟଟନକୁ ପ୍ରଭାବିତ କରିବା ପାଇଁ ଦୀଘାରେ ମନ୍ଦିର ପ୍ରତିଷ୍ଠା ହୋଇଥିବା କହିଛନ୍ତି ଜଗତଗୁରୁ । ମହାପ୍ରଭୁଙ୍କୁ ସର୍ବପ୍ରଥମେ ବ୍ରହ୍ମା ପ୍ରତିଷ୍ଠା କରିଥିଲେ । ଭାବାବେଗ ସହ ଖେଳ ଖେଳିବା ଉଚିତ ନୁହେଁ ବୋଲି ଶଙ୍କରାଚାର୍ୟ୍ୟ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login