The Ultimate Managed Hosting Platform
ADVERTISEMENT

ଦିନକରେ ୧୭ କୋଭିଡ ଆକ୍ରାନ୍ତ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୧୭ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ । ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର । ୧୩୪ ଦିନ ପରେ ସର୍ବାଧିକ ଦୈନିକ ଆକ୍ରାନ୍ତ ଚିହ୍ନଟ । ବର୍ତ୍ତମାନ ୭୩ ଆକ୍ରାନ୍ତ ଅଛନ୍ତି , ଜଣେ ହସ୍ପିଟାଲରେ ଚିକିତ୍ସାଧୀନ । ଗତ ୨୪ ଘଣ୍ଟାରେ ୫୬୪୭ ସାମ୍ପଲ ଟେଷ୍ଟ ହୋଇଛି । ଟେଷ୍ଟିଂ ବଢିଥିବାରୁ ଅଧିକ ଚିହ୍ନଟ , ଭୟଭୀତ ନ ହେବାକୁ ପରାମର୍ଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login