The Ultimate Managed Hosting Platform
ADVERTISEMENT

ଦିନିକିଆ କ୍ରିକେଟରୁ ଅବସର ନେଲେ ସ୍ମିଥ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିନିକିଆ କ୍ରିକେଟରୁ ଅବସର ନେଲେ ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ ଷ୍ଟିଭ୍ ସ୍ମିଥ୍ । ଚାମ୍ପିଅନ୍ସ ଟ୍ରଫି ସେମି ଫାଇନାଲରେ ପରାଜୟ ପରେ ଦିନିକିଆ କ୍ରିକେଟରୁ ଅବସର ନେଲେ ଷ୍ଟିଭ୍ । ଗତକାଲି ଦୁବାଇରେ ଭାରତ ବିପକ୍ଷ ମ୍ୟାଚରେ ପରାଜୟ ହୋଇଥିଲା ଅଷ୍ଟ୍ରେଲିଆ । ୧୭୦ଟି ଦିନିକିଆ ଖେଳି ଶେଷରେ ଅବସର ଘୋଷଣା କଲେ ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ । ତେବେ ଗତକାଲି ଟିମ୍ ଇଣ୍ଡିଆ ବିପକ୍ଷରେ ଭଲ ପ୍ରଦର୍ଶନ କରିଥିଲେ ସ୍ମିଥ । ୯୬ଟି ବଲରେ ୭୩ ରନ୍ କରିଥିଲେ ସ୍ମିଥ ମାତ୍ର ତାଙ୍କ ଦମଦାର ପ୍ରଦର୍ଶନ ସତ୍ବେ ଅଷ୍ଟ୍ରେଲିଆ ହାରିଯାଇଛି । ଆଉ ଏହି ପରାଜୟ ପରେ ଦିନିକିଆରୁ ସନ୍ନ୍ୟାସ ନେଇଛନ୍ତି ସ୍ମିଥ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login