The Ultimate Managed Hosting Platform
ADVERTISEMENT

ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟିତ , ସବୁ ଧର୍ମର ଲୋକଙ୍କ ପ୍ରବେଶ ପାଇଁ ଅନୁମତି

Facebook
Twitter
LinkedIn

କୋଲକତା : ଉଦଘାଟିତ ହେଲା ଦୀଘା ଜଗନ୍ନାଥ ମନ୍ଦିର । ଅକ୍ଷୟ ତୃତୀୟା ଅବସରରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୨୦ଏକର ଜାଗାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ଏହି ମନ୍ଦିର ନିର୍ମାଣ କରାଯାଇଛି । ମନ୍ଦିର ପ୍ରତିଷ୍ଠା ହେଲା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଭୁ ଜଗନ୍ନାଥଙ୍କୁ ପୂଜାର୍ଚ୍ଚନା କରିଛନ୍ତି । ସମୁଦ୍ର ଉପକୂଳବର୍ତ୍ତୀ ସହର ଦୀଘାରେ ନିର୍ମିତ ଏହି ଭବ୍ୟ ମନ୍ଦିରରେ ସବୁ ଧର୍ମର ଲୋକେ ପ୍ରବେଶ କରିପାରିବେ ବୋଲି କୁହାଯାଇଛି। ଅର୍ଥାତ ହିନ୍ଦୁଧର୍ମର ମନ୍ଦିରଗୁଡ଼ିକରେ ମୁଖ୍ୟତଃ ଅନ୍ୟ ଧର୍ମାବଳମ୍ବୀମାନଙ୍କୁ ବାରଣ ଥିବା ବେଳେ ଦୀଘା ଜଗନ୍ନାଥ ମନ୍ଦିରରେ ଏସବୁ କଟକଣା ନାହିଁ ବୋଲି କୁହାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସୃଷ୍ଟି ହେଲା ଲଘୁଚାପ

ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ, ୨୭ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର : ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆଜି ସାରା...

ADVERTISEMENT
ନାଁ ନ ନେଇ ମମତାଙ୍କୁ ଟାର୍ଗେଟ, ଯିଏ କରିବ ସେ ଫଳ ଭୋଗିବ : ପ୍ରଭାତୀ

କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ , ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ : ପ୍ରଭାତୀ ପରିଡା

ଭୁବନେଶ୍ୱର : କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ । ସେମାନଙ୍କର କୈାଣସି ପ୍ରସ୍ତାବକୁ ଅଗ୍ରାହ୍ୟ କରନ୍ତୁ । ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ...