The Ultimate Managed Hosting Platform
ADVERTISEMENT

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

Facebook
Twitter
LinkedIn

ଉମରକୋଟ : ସଡକ ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ । ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ମହିଳା । ଜଣେ ୪ ବର୍ଷର ଶିଶୁ ଗୁରୁତର ହୋଇ ଉମରକୋଟ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବକଡାବେଡା ନିକଟରେ ପିକଅପ ଭ୍ୟାନ ସହ ବାଇକର ମୁହାଁମୁହିଁ ଧକ୍କା । ମୃତାହତଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ପୋଲିସର ତଦନ୍ତ ।

ମହାବଳ ନୁହେଁ, କଲରାପତରିଆ ମାରିଛି : ପିସିସିଏଫ
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login