The Ultimate Managed Hosting Platform
ADVERTISEMENT

ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ

Facebook
Twitter
LinkedIn

ଫୁଲବାଣୀ : ଦୁଷ୍କର୍ମ ମାମଲାରେ ଜେଲ ଦଣ୍ଡ । ୨୦୨୪ ମସିହାରେ ଘଟିଥିବା ଘଟଣାରେ ଦଣ୍ଡ ଶୁଣାଇଲେ ପୋକ୍ସୋ କୋର୍ଟ । ଦାରିଙ୍ଗବାଡ ିଠାରେ ନାବାଳିକା ଦୁଷ୍କର୍ମ ମାମଲାରେ ଜେଲ ଦଣ୍ଡ ଶୁଣାଇଲେ କୋର୍ଟ । ଦୋଷୀ ହର୍ମି ମଲ୍ଲିକକୁ ୨୦ ବର୍ଷ ଜେଲ ଦଣ୍ଡ ଶୁଣାଇଲେ ପୋକ୍ସୋ କୋର୍ଟ । ପୀଡିତାଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଡିଏଲଏସଏକୁ ନିଦେ୍ର୍ଦଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login