ବାଲେଶ୍ୱର : ନାବାଳିକା ଦୁଷ୍କର୍ମ ଶିକ୍ଷକକୁ ୨୦ ବର୍ଷ ଜେଲ୍ । ଦୋଷୀ ବସନ୍ତ ଦାସକୁ ଦଣ୍ଡାଦେଶ କଲେ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ । ପୀଡିତାକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ ନିଦେ୍ର୍ଦଶ । ୨୦୧୯ରେ ସିମୁଳିଆ ଥାନା ଅଞ୍ଚଳରେ ଦୁଷ୍କର୍ମ ମାମଲା ହୋଇଥିଲା ।
Views: 90

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ । ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁଁ ଜନଜୀବନ...
ନୂଆଦିଲ୍ଲୀ : ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...
ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...
ଝରିଗାଁ : ଦମ୍ପତିଙ୍କ ସନେ୍ଦହ ଜନକ ମୃତ୍ୟୁ । ଉମରକୋଟ ଥାନା ସାନଭୀମାଗୁଡା ଗାଁରେ ଅଘଟଣ । ଘର ପଛପଟ ଗଛରେ ଝୁଲୁଛି ସ୍ୱାମୀର ମୃତଦେହ ।...