The Ultimate Managed Hosting Platform
ADVERTISEMENT

ଧାମନଗରରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ

Facebook
Twitter
LinkedIn

ଭଦ୍ରକ ; ଧାମନଗରରେ ବନ୍ୟା । ୨ ଦିନ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ । ହସନାବାଦ ଓ ଅର୍ଜୁନପୁର ପଞ୍ଚାୟତର ସମସ୍ତ ଅଙ୍ଗନବାଡି କେନ୍ଦ୍ର ଛୁଟି । ଅର୍ଜୁନପୁର, ହସନାବାଦ, ସୋହଡା ଓ ପଧାନୀ ଅଞ୍ଚଳର ୨୫ ସ୍କୁଲ ବନ୍ଦ । ଆଖୁଆପଦା ଠାରେ ୧୮.୮୬ ମି. ଉପରେ ବୈତରଣୀ ନଦୀର ବନ୍ୟାଜଳ । ଭଣ୍ଡାରୀପୋଖରୀ କଣ୍ଟିଘାଇ ନିକଟରେ ଚାଷ ଜମିରେ ପଶୁଛି ବନ୍ୟା ଜଳ । ଧାମନଗର ମଲ୍ଲି ମାହାରା ଓ ଗୈାରାଙ୍ଗପୁର ଏସକେପ ଦେଇ ବନ୍ୟା ଜଳ ପ୍ରବେଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login