The Ultimate Managed Hosting Platform
ADVERTISEMENT

ନଦୀକୁ ଖସିଲା ଯବାନଙ୍କ ବସ , ପ୍ରବଳ ବର୍ଷା ଯୋଗୁଁ ଅଘଟଣ

Facebook
Twitter
LinkedIn

ନୂଆଦିଲ୍ଲୀ : ନଦୀକୁ ଖସିପଡ଼ିଲା ଯବାନଙ୍କ ବସ୍ । ସିନ୍ଧ ନଦୀକୁ ଖସି ପଡ଼ିଲା ବସ୍ । ଭୋର ସମୟରେ ଏକ ବୁଲାଣି ରାସ୍ତାରେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି । ତେବେ ବସଟି ନଦୀକୁ ସିଧା ଖସି ଯିବା ଫଳରେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି । ତେବେ ଜାମ୍ମୁ-କାଶ୍ମୀରର ଗାନ୍ଦରବାଲ ଜିଲ୍ଲାର କୁଲ୍ଲନ ଠାରେ ସିନ୍ଧ ନଦୀକୁ ଖସିପଡିଛି ବସ୍ । ପ୍ରବଳ ବର୍ଷା କାରଣରୁ ଏଭଳି ଅଘଟଣ ଘଟିଥିବା ଜଣେ ଅଧିକାରୀ କହିଛନ୍ତି । ଖବର ପାଇ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଚାଳକଙ୍କୁ ଉଦ୍ଧାର କରିଛନ୍ତି । ର୍ଘଟଣା ପରେ ନଦୀ ଭିତରେ ବସଟି ଭାସୁଛି ଓ ଉଦ୍ଧାରକାରୀ ଦଳ ଉଦ୍ଧାରକାର୍ୟ୍ୟ ଜାରି ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login