The Ultimate Managed Hosting Platform
ADVERTISEMENT

ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ମୁମ୍ବାଇ : ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ୟ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବିମାନବନ୍ଦର ପ୍ରାୟ ୧୯,୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ଐତିହାସିକ ଗ୍ରୀନଫିଲ୍ଡ ପ୍ରକଳ୍ପ। ମୁମ୍ବାଇ ମହାନଗରରେ ଦ୍ବିତୀୟ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଭାବେ ଏନଏମଆଇଏ ଛତ୍ରପତି ଶିବାଜୀ ମହାରାଜା ଇଣ୍ଟରନ୍ୟାସନାଲ ବିମାନ ବନ୍ଦର ସହିତ ମିଶି କାମ କରିବ । ଏହାଦ୍ବାରା ଛତ୍ରପତି ଶିବାଜୀ ମହାରାଜା ବିମାନବନ୍ଦରରେ ଭିଡ଼ କମ୍ ହେବ । ୧୧୬୦ ହେକ୍ଟର ଜମିରେ ବିସ୍ତାରିତ ଏହି ନୂତନ ବିମାନବନ୍ଦର ଭାରତର ବିମାନ ଚଳାଚଳ କ୍ଷମତାକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବ । ନବି ମୁମ୍ବାଇରେ ବିମାନ ପରିଚାଳନା ଡିସେମ୍ବର ୨୦୨୫ରୁ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login