ଭୁବନେଶ୍ୱର : ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ । ଅନଙ୍ଗ ଉଦୟ ସିଂ ଦେଓ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ଅରୁଣ ସାହୁ , କଳିକେଶ ନାରାୟଣ ସିଂ ଦେଓ, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସ ବର୍ମା. ଅତନୁ ସବ୍ୟସାଚୀ ପ୍ରମୁଖ ଉପସ୍ଥିତ ।
ବରିଷ୍ଠ ବିଜେଡି ନେତା ପଦ୍ମନାଭ ବେହେରା କଡା ପ୍ରତିକ୍ରିୟା ରଖିଛନ୍ତି । ଘଟଣା ଉପରେ ଖୁବଶୀଘ୍ର ଯବନିକା ପଡିବା ଉଚିତ୍ । ସାଂସଦ ମୁନ୍ନା ଖାନ କାର୍ଯ୍ୟାନୁଷ୍ଠାନ ପାଇଁ ସଭାପତିଙ୍କୁ ଭେଟିଛନ୍ତି । ଅନୁଧ୍ୟାନ ପରେ କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ସୁପ୍ରିମୋ । ଅପେକ୍ଷା ନ କରି ପରସ୍ପର ବିରୋଧରେ କହିବା ଉପରେ ଯବନିକା ପଡୁ । ଖୁବଶୀଘ୍ର ଯବନିକା ପଡୁ ଅଧିକ ସମୟ ନେଲେ ଠିକ ହେବନି ।
ଅନ୍ୟପଟେ ଭିକେ ପାଣ୍ଡିଆନଙ୍କ ସପକ୍ଷରେ ୪ ସାଂସଦଙ୍କ ପୋଷ୍ଟ ପ୍ରସଙ୍ଗ । ବର୍ଷିଲେ ବିଜେଡି ନେତା ପଦ୍ମନାଭ ବେହେରା । ଯାହା ସବୁ ହେଉଛି ଦଳ ପାଇଁ କ୍ଷତିକାରକ, ଯବନିକା ପଡିବା ଉଚିତ । ପାଣ୍ଡିଆନ ସନ୍ନ୍ୟାସ ନେଇଛନ୍ତି , ତାଙ୍କ ଚର୍ଚ୍ଚା କରି ଦଳର କ୍ଷତି କରୁଛନ୍ତି । ଶୀଘ୍ର ସଭାପତି ଏହା ଉପରେ ଯବନିକା ପକାଇବା ଉଚିତ । ଅଧିକ ବିଳମ୍ବ କରିବା ଠିକ ହେଉନି ।
ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିତ, ଅନୁଧ୍ୟାନ ପରେ କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ସୁପ୍ରିମୋ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...