The Ultimate Managed Hosting Platform
ADVERTISEMENT

ନବ ଦାସ ହତ୍ୟାକାଣ୍ଡ : ଆଜି ସାକ୍ଷ୍ୟ ଗ୍ରହଣ

Facebook
Twitter
LinkedIn

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡା ଏଡିଜେ କୋର୍ଟରେ ଶୁଣାଣି ଆଜି । ଅନ୍ୟତମ ମୁଖ୍ୟ ସାକ୍ଷୀ ତକôାଳୀନ ବ୍ରଜରାଜନଗର ଆଇଆଇସିଙ୍କ ସାକ୍ଷ୍ୟ ଗ୍ରହଣ ହେବ । ତକôାଳୀନ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ୱାଇଁଙ୍କର ସାକ୍ଷ୍ୟ ଗ୍ରହଣ । ୨୦୨୩ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login