The Ultimate Managed Hosting Platform
ADVERTISEMENT

ନଭେମ୍ବର ୨୭ରୁ ବିଧାନସଭା ଶୀତ ଅଧିବେଶନ !

Facebook
Twitter
LinkedIn

ଭୁବନେଶ୍ୱର : ଚଳିତ ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ । ଏନେଇ ରାଜ୍ୟ ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବିଧାନସଭାର ଶୀତ ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ନୂଆପଡ଼ା ଉପ ନିର୍ବାଚନ ପରେ ବିଧାନସଭାର ଶୀତ ଅଧିବେଶନ ବସିବ ବୋଲି ସୂଚନା ମିଳିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ଅଛି, ଆଉ ଏହି ଗସ୍ତରେ ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିପାରନ୍ତି। ତେବେ ଏନେଇ କୌଣସି ପ୍ରକାର ବିଧିବଦ୍ଧ ଘୋଷଣା କରାଯାଇନି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login