The Ultimate Managed Hosting Platform
ADVERTISEMENT

ନାମାଙ୍କନ ଭରିଲେ ନବରଙ୍ଗପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ

Facebook
Twitter
LinkedIn

ଭୁବନେଶ୍ୱର : ନାମାଙ୍କନ ଭରିଲେ ନବରଙ୍ଗପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ । ବିନା ଶୋଭାଯାତ୍ରାରେ ଅଳ୍ପ କିଛି ଜଣ ସମର୍ଥକଙ୍କୁ ସାଙ୍ଗରେ ଧରି ଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରଦୀପ । ପରବର୍ତ୍ତୀ ସମୟରେ ଦଳୀୟ ବିଧାୟକ ପ୍ରାର୍ଥୀଙ୍କ ଗହଣରେ ଆସି ପୁଣିଥରେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ପ୍ରଦୀପ ମାଝୀ କହିଛନ୍ତି । ନିର୍ବାଚନରେ ବହୁ ଭୋଟରେ ସାଂସଦ ଭାବେ ନିଜେ ବିଜୟୀ ହେବା ସହିତ ସମସ୍ତ ବିଧାୟକ ପ୍ରାର୍ଥୀ ମଧ୍ୟ ବିଜୟୀ ହେବେ ବୋଲି ପ୍ରଦୀପ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login