The Ultimate Managed Hosting Platform
ADVERTISEMENT

ନାଲକୋ ଛକରେ ଉଠା ଦୋକାନୀଙ୍କ ଧାରଣା , ୯ ଦଫା ଦାବି ନେଇ ବିଏମସି କାର୍ଯ୍ୟାଳୟ ଘେରାଉ

Facebook
Twitter
LinkedIn

ଭୁବନେଶ୍ୱର : ନାଲକୋ ଛକରେ ଉଠା ଦୋକାନୀଙ୍କ ଧାରଣା । ରାଜଧାନୀ ଭୁବନେଶ୍ୱରର ନାଲ୍କୋ ଛକରେ ହଜାର ହଜାର ଉଠା ଦୋକାନୀ ଧାରଣା ଦେଇଛନ୍ତି । କଟକ-ନନ୍ଦନକାନନ-ଜୟଦେବବିହାର ରାସ୍ତାକୁ ଅବରୋଧ କରିଛନ୍ତି । ଫଳରେ ରାସ୍ତାରେ ଶହ ଶହ ଗାଡି ଅଟକି ରହିଛି । ବିଏମସି ଉତ୍ତର ଜୋନ୍ କାର୍ୟ୍ୟାଳୟ ନିକଟରେ ଦୋକାନୀ ଧାରଣା ଦେଇଛନ୍ତି । ବେଆଇନ ଉଚ୍ଛେଦକୁ ବିରୋଧ କରି ଏହି ଧାରଣା ଦିଆଯାଇଛି । ୯ ଦଫା ଦାବି ନେଇ ବିଏମସି କାର୍ୟ୍ୟାଳୟକୁ ଉଠା ଦୋକାନୀ ଘେରାଉ କରିଛନ୍ତି । ରାସ୍ତାରେ ଉପରେ ଦୋକାନୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login