The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନିୟନ୍ତ୍ରଣ ହରାଇ ଓଲଟିଲା ବସ , ୧୫ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ପିଲାମାନଙ୍କୁ ନେଇ କ୍ୟାମ୍ପସକୁ ଫେରୁଥିବା ବେଳେ ୟୁନିଭରସିଟିର ବସ୍ ଏବଂ କାର୍ ଧକ୍କା । ଏଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଡାକ୍ତଖାନାରେ ଭର୍ତ୍ତି କରାଯାଇଛି ।ମାଲେସିଆର ପେରାକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।ଖବର ମୁତାବକ, ପେରାକ ଇଷ୍ଟ ୱେଷ୍ଟ ହାଇୱେରେ ୟୁନିଭରସିଟି ବସ୍ ଧକ୍କା ହୋଇଥିଲା । ବସରେ ବିଶ୍ବବିଦ୍ୟାଳୟର କିଛି ଛାତ୍ର ରହିଥିଲେ । ବସଟି ନିୟନ୍ତ୍ରଣ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଦୁର୍ଘଟଣା ପରେ ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ୍ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login