ବ୍ୟୁରୋ : ପଇଡ ପାଣିକୁ ଛୋଟରୁ ବଡ ସମସ୍ତେ ପିଇବା ଉଚିତ । ଏଥିରେ ଆଣ୍ଟି ଆକ୍ସିଡେଣ୍ଟ, ଭିଟାମିନ ସି, ଏନଜାଇମ, ବି କୋମ୍ପଲେକ୍ସ ଏବଂ ଅନେକ ପୋଷକତତ୍ୱ ରହିଛି । କୋଲେଷ୍ଟ୍ରଲ ବଢ଼ିବା କାରଣରୁ ହ୍ରୁଦୟ ଜନିତ ସମସ୍ୟା ଥିଲେ ଆପଣଙ୍କ ଡାଏଟରେ ପଇଡ ପାଣି ନିଶ୍ଚୟ ସାମିଲ କରନ୍ତୁ। ଯାହା ଖୁବ୍ ଶୀଘ୍ର କୋଲେଷ୍ଟ୍ରଲକୁ ନିୟନ୍ତ୍ରଣ କରିଥାଏ । ଏହି ପାଣି ପିଇବା ଦ୍ବାରା ହ୍ରୁଦୟ ସମ୍ବଦ୍ଧୀୟ ରୋଗରୁ ଆପଣମାନେ ମୁକ୍ତି ପାଇପାରିବେ । ଏହାକୁ ପିଇବା ଦ୍ବାରା ହାଇପରଟେନସନର ଚିନ୍ତା ଦୂର ହୋଇଥାଏ । ଯାହାଦ୍ବାରା ରକ୍ତଚାପକୁ ନିୟନ୍ତ୍ରଣ କରାଯାଇଥାଏ । ମୁଣ୍ଡବ୍ୟଥା ଏବଂ ମାଇଗ୍ରେନର କଷ୍ଟରୁ ମୁକ୍ତି ପାଇବା ପାଇଁ ପଇଡ ପାଣି ଫଳପ୍ରଦ ହୋଇଥାଏ । ଏଥିରେ ଭରି ରହିଥିବା ମ୍ୟାଗ୍ନେସିୟମ କଷ୍ଟରୁ ମୁକ୍ତି ଦେବାରେ ସାହାଯ୍ୟ କରିଥାଏ। ପଇଡ ପାଣି ପୋଷକ ତତ୍ତ୍ବ ଏବଂ ପ୍ରାକ୍ରୁତିକ ଲକ୍ଷଣଯୁକ୍ତ ପଦାର୍ଥ । ଗର୍ଭବତୀ ମହିଳାଙ୍କର ପୋଷଣରେ ଜଡିତ ଅନେକ ଆବଶ୍ୟକକୁ ପୁରା କରିବାରେ ଏହା ବହୁତ ଲାଭଦାୟକ ହୋଇଥାଏ । ଏହା ପିଇବା ଦ୍ବାରା ୟୁରିନ ଇନଫେକସନ ଭଳି ଚିନ୍ତାକୁ ଦୂର କରିଥାଏ । ପ୍ରତିରୋଧକ କ୍ଷମତାକୁ ମଜବୁତ କରିବାରେ ମଧ୍ୟ ସାହାଯ୍ୟ କରେ ।
ନିୟମିତ ପିଅନ୍ତୁ ପଇଡ ପାଣି , ମିଳିବ ଏହି ସବୁ ସୁବିଧା

Facebook
Twitter
LinkedIn
Facebook
Twitter
LinkedIn
Recent News
ଯାତ୍ରୀବାହୀ ବସରେ ଲାଗିଲା ନିଆଁ
ରାଜସ୍ଥାନ : ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା...
ନୂଆପଡା ଉପନିର୍ବାଚନ ; କିଏ ହେବେ ବିଜେଡିରୁ ପ୍ରାର୍ଥୀ ?
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ କିଏ ହେବେ ତାକୁ ନେଇ ଚର୍ଚ୍ଚା । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ବେଳେ...
ସିରିଜ ପୋଛିନେଲା ଭାରତ , ୭ ୱିକେଟରେ ୱେଷ୍ଟିଣ୍ଡିଜକୁ ହରାଇଲା
ନୂଆଦିଲ୍ଲୀ : ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର...
କୋଲ୍ଡରିଫ ସମେତ ଏ ସମସ୍ତ ସିରପକୁ ବିଷାକ୍ତ କହିଲା “ହୁ”
ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା ହୁ । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ...