The Ultimate Managed Hosting Platform
ADVERTISEMENT

ନୂଆପଡା ଉପନିର୍ବାଚନ ; କିଏ ହେବେ ବିଜେଡିରୁ ପ୍ରାର୍ଥୀ ?

Facebook
Twitter
LinkedIn

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ କିଏ ହେବେ ତାକୁ ନେଇ ଚର୍ଚ୍ଚା । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ବେଳେ ଦଳ ଏଯାଏଁ କାହା ନାଁ ଘୋଷଣା କରିନାହିଁ । ସମସ୍ତ ନେତାଙ୍କଠାରୁ ଫିଡବ୍ୟାକ୍ ଗ୍ରହଣ କରିବା ପରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ନେବେ ଚୂଡ଼ାନ୍ତ ନିଷ୍ପତ୍ତି । ନୂଆପଡ଼ା ପାଇଁ ଦଳ ଆଦିବାସୀ ଚେହେରା ଓ ନୂଆ ପ୍ରାର୍ଥୀଙ୍କୁ ମଧ୍ୟ ସୁଯୋଗ ଦେଇପାରେ । ନ୍ୟପଟେ ନୂଆପଡ଼ା ଉପନିର୍ବାଚନ ପାଇଁ ଗତକାଲିଠୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । କାଲିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ନୂଆପଡା ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୨୦ ତାରିଖ ପର୍ୟ୍ୟନ୍ତ ଚାଲିବ ନାମାଙ୍କନ ପ୍ରକ୍ରିୟା । ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ରେ ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login