The Ultimate Managed Hosting Platform
ADVERTISEMENT

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

Facebook
Twitter
LinkedIn

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨ ତାରିଖ ନାମାଙ୍କନ ଯାଞ୍ଚ, ୨୪ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ନଭେମ୍ବର ୧୧ରେ ଭୋଟ ୧୪ରେ ଫଳାଫଳ । ମାଓପ୍ରବଣ ଅଞ୍ଚଳରେ ଥିବା ୪୭ଟି ସମ୍ବେଦନଶୀଳ ବୁଥ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ୮ଟି ବୁଥରେ ବ୍ୟବହାର ହେବ ହେଲିକପ୍ଟର । ଲୋକଙ୍କୁ ନେବା ଆଣିବା ପାଇଁ ବ୍ୟବହାର ହେବ କହିଲେ ସିଇଓ । ୧୪ କମ୍ପାନୀ ସିଏପିଏଫ ମଧ୍ୟ ଉପନିର୍ବାଚନ ପାଇଁ ଆସିବେ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login