The Ultimate Managed Hosting Platform
ADVERTISEMENT

ନୋଡାଲ ସେଣ୍ଟରକୁ ଗଲା ମାଟ୍ରିକ ପ୍ରଶ୍ନପତ୍ର

Facebook
Twitter
LinkedIn

କଟକ : ଆସନ୍ତା ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ଆଜିଠାରୁ ବୋର୍ଡର ମୁଖ୍ୟ କାର୍ୟ୍ୟାଳୟରୁ ସମସ୍ତ ନୋଡାଲ ସେଣ୍ଟରକୁ ପଠାଯାଉଛି ପ୍ରଶ୍ନପତ୍ର ଓ ଉତ୍ତରଖାତା । ମାଟ୍ରିକ ପରୀକ୍ଷା ପାଇଁ ୩୦ ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ରହିଛି। ଏହି ନୋଡାଲ ସେଣ୍ଟର ଗୁଡିକରେ ପ୍ରଶ୍ନପତ୍ର ପହଞ୍ଚିବା ପାଇଁ ୪୪ ଟି ରୁଟ ହୋଇଛି । ୪୪ ଟି କ୍ଲୋଜ କଣ୍ଟେନରରେ କଡା ସୁରକ୍ଷା ବଳୟରେ ପଠାଯାଉଛି ପ୍ରଶ୍ନପତ୍ର ।ନୋଡାଲ ସେଣ୍ଟର ଗୁଡିକରେ ପ୍ରଶ୍ନପତ୍ର ରହିବା ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୩୧୩୩ ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବାକୁ ଯାଉଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login