The Ultimate Managed Hosting Platform
ADVERTISEMENT

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ, ଗାଁରେ ହେଲା ଶେଷକୃତ୍ୟ ସମ୍ପନ୍ନ

Facebook
Twitter
LinkedIn

ବାଲେଶ୍ୱର : ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ । ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ । ଶେଷକୃତ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାର ହଜାର ଲୋକ ଅନ୍ତିମ ଯାତ୍ରାରେ ହେଲେ ସାମିଲ । ମୃତ ପ୍ରଶାନ୍ତଙ୍କ ପରିବାର ପାଇଁ ୨୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଶାନ୍ତଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ସହ ପ୍ରଶାନ୍ତଙ୍କ ପୁଅର ପାଠପଢ଼ା ଦାୟିତ୍ବ ବି ନେବେ ରାଜ୍ୟ ସରକାର । ନିରୀହ ପର୍ୟ୍ୟଟକଙ୍କ ଉପରେ ଆକ୍ରମଣକୁ କଡ଼ା ନିନ୍ଦା କରିବା ସହ ଆତଙ୍କୀଙ୍କ ବର୍ବରତାକୁ ଯେତେ ନିନ୍ଦା କଲେ କମ୍ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login