The Ultimate Managed Hosting Platform
ADVERTISEMENT

ପଞ୍ଜି ସ୍କାମରେ ଗୋବିନ୍ଦାଙ୍କର ନାହିଁ କୈାଣସି ଲିଙ୍କ:ମ୍ୟାନେଜର

Facebook
Twitter
LinkedIn

ମୁମ୍ବାଇ: ସୋଲାର ଟେକ୍ନୋଲୋଜି ଆଲିଆନ୍ସର ବ୍ରାଣ୍ଡ ଆମ୍ବାସଡର ହୋଇ ହଜାରେ କୋଟିର ପଞ୍ଜି ସ୍କାମରେ ସାମିଲ ଥିବା ନେଇ ଅଭିନେତା ଗୋବିନ୍ଦାଙ୍କ ନାମରେ ଉଠିଛି ଅଭିଯୋଗ। ଏପରିକି ଖୁବ୍ ଶୀଘ୍ର ଓଡ଼ିଶା EOW ଗୋବିନ୍ଦାଙ୍କୁ ପଚରାଉଚରା ପାଇଁ ମୁମ୍ବାଇ ଯିବ ବୋଲି ବି ସୂଚନା ମିଳିଛି। ଏହି ଘଟଣାକୁ ନେଇ ଗୋବିନ୍ଦା ପାଟି ଫିଟାଇ ନଥିବାବେଳେ ସଫେଇ ଦେଇଛନ୍ତି ତାଙ୍କ ମ୍ୟାନେଜର ଶଶୀ ସିହ୍ନା। ଶଶୀ ସିହ୍ନାଙ୍କ ସୂଚନା ଅନୁଯାୟୀ, ଏହି ଅଭିଯୋଗ ସହିତ ଗୋବିନ୍ଦାଙ୍କର କିଛି ଲିଙ୍କ ନାହିଁ। ଗୋବିନ୍ଦା ଏକ ଏଜେନ୍ସି ମାଧ୍ୟମରେ ଏହି କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ। ଏହାବାଦ ତାଙ୍କର କମ୍ପାନୀର ବିଜନେସ୍ ତଥା ବ୍ରାଣ୍ଡିଂ ସହ କୌଣସି ସମ୍ପର୍କ ନାହିଁ। ସେ କେବଳ କିଛି ପ୍ରମୋସନାଲ ଭିଡିଓ ସୁଟ୍ କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login