The Ultimate Managed Hosting Platform
ADVERTISEMENT

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

Facebook
Twitter
LinkedIn

କଟକ: ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ । ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଏସସିବି ନ୍ୟୁ ମେଡିସିନ ବିଭାଗ ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି। ତିନି ଜଣିଆ ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଛନ୍ତି। ପରୀକ୍ଷା ନିରୀକ୍ଷା ପରେ ତାଙ୍କର ଅଧିକ ଚିକିତ୍ସା ନେଇ ଡାକ୍ତରୀ ଟିମ ପରାମର୍ଶ ଦେବେ। ଅନ୍ୟ ପକ୍ଷରେ କମଳା ପୂଜାରୀଙ୍କ ଭେଟି ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି କଟକ ମେୟର ସୁବାସ ସିଂ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତାଙ୍କର ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ମେୟର ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login