The Ultimate Managed Hosting Platform
ADVERTISEMENT

ପରଲୋକରେ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉର

Facebook
Twitter
LinkedIn

ଭୁବନେଶ୍ୱର : ଆରପାରିରେ ବରିଷ୍ଠ ନେତା ଦାମୋଦର ରାଉତ । ଭୁବନେଶ୍ୱର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ । ୮୩ ବର୍ଷ ବୟସରେ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା । ଦୀର୍ଘଦିନ ଧରି ସେ ଚିକିତ୍ସାଧୀନଥିଲେ । ହୃଦଘାତ ପରେ ସେ ଗୁରୁତର ହୋଇପଡ଼ିଥିଲେ ।ଏକ ଘରୋଇ ହସପିଟାଲରେ ତାଙ୍କର ଚିକିତ୍ସା କରାଯାଉଥିଲା । ବ୍ରେନଡେଡ ପରେ ତାଙ୍କୁ ମୃତ ଘୋଷଣା କରାଯାଇଛି ।ରାଜ୍ୟ ରାଜନୀତିର ଆଗଧାଡ଼ିର ଟାଣୁଆ ନେତା ଥିଲେ ଦାମୋଦର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ବିଜୁ ବାବୁଙ୍କ ସହିତ ଅତି ଘନିଷ୍ଠ ଥିଲେ ଦାମୋଦର । ବିଜୁଙ୍କ ପରାମର୍ଶରେ ସେ ଚାକିରି ଛାଡ଼ି ରାଜନୀତିରେ ଯୋଗଦେଇଥିଲେ । ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ଓଡ଼ିଶା ରୈଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login