ବରଗଡ: ଗୋଟିଏ ପରିବାରର ୪ ଜଣଙ୍କୁ ହତ୍ୟା । ଭଟଲି ଥାନା ଝିକିଝିକି ଗାଁରେ ବୀଭସô ହତ୍ୟା । ବାପା, ମାଆ ସହ ପୁଅ , ଝିଅଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଘରୁ ଉଦ୍ଧାର । ବାପା, ମାଆ ସହ ୧୫ ବର୍ଷୀୟ ପୁଅ, ୧୦ ବର୍ଷୀୟା ଝିଅ ମୃତ । ଜମିଜମା ବିବାଦରୁ କକା ଶାବଳରେ ହତ୍ୟା କରିଥିବା ଅଭିଯୋଗ । ଅଭିଯୁକ୍ତ କକାକୁ ଅଟକ ରଖି ପୋଲିସର ପଚରାଉଚରା ।
ଖବର ଅନୁଯାୟୀ, ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ହତ୍ୟାକାରୀ ଦାଦା ସମସ୍ତ ୪ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି । ଘର ଭିତରେ ୪ଜଣଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ପଡିରହିଥିଲା । ସେପଟେ ଯାହାର ସୂଚନା ପାଇ ଭଟଲି ଥାନା ପୋଲିସ ଘଟଣାସ୍ଥଳରେ ଛାନ୍ଭିନ୍ ଆରମ୍ଭ କରିଛି । ଆବଶକ୍ୟ ପଡିଲେ ସାଇଣ୍ଟିଫିକ୍ ଟିମ୍ର ମଧ୍ୟ ସହଯୋଗ ନେଇପାରେ ପୋଲିସ । ଅଭିଯୁକ୍ତ ଦାଦା ସଂକୀର୍ତ୍ତନ ବାଗ୍ ଘଟଣା ପରଠାରୁ ଫେରାର ଥିବା ଜଣାପଡିଛି । ପୋଲିସ ବିଭିନ୍ନ ଟିମ୍ ଗଠନ କରି ଅନେକ ସ୍ଥାନରେ ଚଢାଉ କରୁଛି । ଅଭିଯୁକ୍ତ ଗିରଫ ପରେ ହତ୍ୟାର ସଠିକ୍ ଜଣାପଡିବ ବୋଲି ପୋଲିସ ଆଶା ରଖିଛି ।
ପରିବାରର ୪ ଜଣଙ୍କୁ ହତ୍ୟା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







