The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପଶ୍ଚିମ ଓଡିଶାରେ ଆସମ୍ଭାଳ ତାତି, ୨ ଦିନ ପାଇଁ ୬ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ପୂର୍ବାନୁମାନ

Facebook
Twitter
LinkedIn

ଭୁବନେଶ୍ୱର : ପଶ୍ଚିମ ଓଡିଶାରେ ଅସମ୍ଭାଳ ତାତି । ଆଗାମୀ ଦୁଇ ଦିନ ପାଇଁ ଓଡ଼ିଶାର ୬ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ୬ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ତେଣୁ ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଝାରସୁଗୁଡ଼ା ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ଲହରୀ ଜାରି ହେବାର ସମ୍ଭାବନା ବହୁତ ଅଧିକ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ମାର୍ଚ୍ଚ ୧୮ ପାଇଁ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଦୁଇଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପାର୍ସଲ ବୋମା : ଜୁନ ୧୭ ସୁଦ୍ଧା ଚୂଡାନ୍ତ ରାୟ

ପାଟଣାଗଡ ପାର୍ସଲ ବୋମା ଘଟଣାରେ ଘୁଞ୍ଚିଲା ଆର୍ଗୁମେଣ୍ଟ ତାରିଖ

ପାଟଣାଗଡ : ପାର୍ସଲ ବୋମା ଘଟଣାର ଘୁଞ୍ଚିଲା ଆର୍ଗୁମେଣ୍ଟ ତାରିଖ । ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ବଲାଙ୍ଗିର...