The Ultimate Managed Hosting Platform
ADVERTISEMENT

ପହଲଗାମ ହମଲା : ୧୦ ଲକ୍ଷ ସହାୟତା

Facebook
Twitter
LinkedIn

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଘୋଷଣା । ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷର ସହାୟତା ଘୋଷଣା । ତେବେ ପହଲଗାମ୍ ଆତଙ୍କୀ ହମଲାରେ ପ୍ରାଣ ହରାଇଥିଲା ବ୍ୟକ୍ତିଙ୍କ ପରିବାକୁ ୧୦ ଲକ୍ଷ, ଗୁରୁତରଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ତେବେ ଆହତଙ୍କୁ ସମସ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ଏବଂ ମୃତକଙ୍କ ପରିବାର ମରଶରୀର ସହ କେମିତି ସେମାନଙ୍କ ଘରେ ପହଞ୍ଚିବେ ସେ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT

Login