The Ultimate Managed Hosting Platform
ADVERTISEMENT

ପାରା ପାଇଁ ମରଣାନ୍ତକ ଆକ୍ରମଣ

Facebook
Twitter
LinkedIn

ପୁରୀ : ପାରା ପାଇଁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ବାଲିସାହି ସ୍ଥିତ ବାପୁଜୀ କ୍ଲବ ନିକଟରେ ଅଭାବନୀୟ ଘଟଣା । ପୋଷା ପାରାକୁ ତାଙ୍କ ପଡୋଶୀ ବାଡିରେ ପିଟୁଥିଲେ । ପ୍ରତିବାଦ କରିବାରୁ ବଚସା ପରେ ପଡୋଶୀ ଯୁବକଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ପୋଲିସ ପହଁଚି ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login