The Ultimate Managed Hosting Platform
ADVERTISEMENT

ପିଏମ ବିଶ୍ୱକର୍ମା ଯୋଜନାକୁ ମଞ୍ଜୁରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ । ପ୍ରେସମିଟରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା । ବିଶ୍ୱକର୍ମା ଯୋଜନାରେ ୧ ଲକ୍ଷ ଟଙ୍କା ପ ର୍ଯ୍ୟନ୍ତ ମିଳିବ ରଣ ସହାୟତା । କୈାଳିକ ବୃତ୍ତି କରୁଥିବା ଲୋକ ୫ ପ୍ରତିଶତ ସୁଧରେ ରୁଣ ପାଇବେ ।
କେନ୍ଦ୍ରର ଏହି ନୂଆ ଯୋଜନାରେ ଉପକୃତ ହେବେ କୌଳିକ ବୃତ୍ତି କରୁଥିବା ଲୋକେ । ଏହା ଦ୍ୱାରା ହିତାଧିକାରୀଙ୍କୁ ୧ଲକ୍ଷ ଯାଏଁ ଋଣ ମିଳିବାର ଯୋଜନା ରହିଛି । ବିଶେଷ କରି ସୁନାରୀ, ବୁଣାକାର, ରାଜମିସ୍ତ୍ରୀ, ବାରିକ ଏବଂ ଅନ୍ୟ କୁଶଳୀ କାରିଗରଙ୍କ ପାଇଁ ଆରମ୍ଭ ହେବାକୁ ଯାଉଛି ଏହି ଯୋଜନା । ଏହା ସେମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ । ଏହାକୁ ବିଶ୍ୱକର୍ମା ଜୟନ୍ତିଠାରୁ କାର୍ୟ୍ୟକାରୀ କରାଯିବ ବୋଲି ସ୍ୱାଧୀନତା ଦିବସରେ ମୋଦୀ ଘୋଷଣା କରିଛନ୍ତି । ୧୩ରୁ ୧୫ ହଜାର କୋଟି ଟଙ୍କାରୁ ଏହି ଯୋଜନା ଆରମ୍ଭ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login