ଭୁବନେଶ୍ୱର : ପିଛା ଛାଡୁନି ଯାତ୍ରା ବିବାଦ । ଯାତ୍ରା ମାଲିକ ଅନନ୍ତ ନାରାୟଣ ଧଳଙ୍କ ବିରୋଧରେ ଅଭିଯୋଗ ଆଣିଲେ ଯାତ୍ରା ପାର୍ଟି ଅଶୋକ ସମ୍ରାଟର ଅଭିନେତ୍ରୀ ମାମୁନି ଷଡ଼ଙ୍ଗୀ ଓ ତାଙ୍କ ସ୍ଵାମୀ ବାପି କୁମାର । ବିକେୟା ଟଙ୍କା ମାଲିକ ଦେଇନଥିବା ଅଭିଯୋଗ କରିବା ସହ ବାଲିଆପାଳରେ ଯାତ୍ରା ପାର୍ଟି ପଡ଼ିଥିବା ବେଳେ ଯାତ୍ରା କମିଟି ତାଙ୍କୁ ଅଶାଳୀନ ଗାଳି ଗୁଲଜ କରିବା ସହ ମାଡ ମରାଯାଇ ଥିବା ଅଭିଯୋଗ ଆଣିଛନ୍ତି । ଏନେଇ ସେ ମହିଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।
ଯାତ୍ରା କଳାକାରଙ୍କ ଅଭିଯୋଗ ଅନୁଯାୟୀ ତିନି ମାସର ବିକିୟା ୭ ଲକ୍ଷ ଟଙ୍କା ମାଗିବାରୁ ମାଲିକ ଆଜି କାଲି କହି ଦିନ ଗଡ଼େଇ ଦେଉଥିବା ଅଭିଯୋଗ ହୋଇଛି । ପରେ ବାଲିଆପାଳରେ ଯାତ୍ରା ଚାଲିଥିବା ସମୟରେ ମାଲିକ ୧ ଲକ୍ଷ ଟଙ୍କା ଦେଇଥିଲେ । ଫଳରେ ସ୍ଥାନୀୟ କମିଟି ସହ ଅଭିନେତ୍ରୀ ଓ ତାଙ୍କ ସ୍ଵାମୀ ବାପିଙ୍କର ଝଗଡ଼ା ହୋଇଥିଲା । ଯାହାକୁ ନେଇ କମିଟି ପକ୍ଷରୁ ମାଡ ମରା ଯାଇଥିବା ଅଭିଯୋଗ କରିଛନ୍ତି ମାମୁନି ଓ ତାଙ୍କ ସ୍ଵାମୀ । ଏହି ମାଡ ମାରିବା ପଛରେ ମାଲିକଙ୍କ ହାତ ରହିଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଯାତ୍ରା ମାଲିକ ଅନନ୍ତ ନାରାୟଣ ଧଳ । ସେ କହିଛନ୍ତି କୌଣସି ବିକେୟ ଟଙ୍କା ନାହିଁ । ସେ ଆଗାମୀ ବର୍ଷ ପାଇଁ ୫ ଲକ୍ଷ ଟଙ୍କା ନେଇ ସାରିଛନ୍ତି ।
ପିଛା ଛାଡୁନି ଯାତ୍ରା ବିବାଦ ; ପୁଣି ଯାତ୍ରା ମାଲିକଙ୍କ ବିରୋଧରେ ଅଭିଯୋଗ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







