The Ultimate Managed Hosting Platform
ADVERTISEMENT

ପୀତବାସ ହତ୍ୟା ; ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ

Facebook
Twitter
LinkedIn

ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ଘଟଣାରେ ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ ଆବେଦନ ଖାରଜ କଲେ ବ୍ରହ୍ମପୁର ଏଡିଜେ -୩ କୋର୍ଟ । ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଗତ ଅକ୍ଟୋବର ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପ୍ରଥମ ପର୍ୟ୍ୟାୟରେ ଅକ୍ଟୋବର ୨୨ ତାରିଖରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଥିଲା ପୋଲିସ । ସମସ୍ତେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ପୂର୍ବତନ ମେୟର ଶିବ ଶଙ୍କର ଦାସଙ୍କୁ ଫୁଲବାଣୀ ଜେଲ୍ କୁ ସ୍ଥାନାନ୍ତର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login