The Ultimate Managed Hosting Platform
ADVERTISEMENT

ପୁଣି ଅଲୋଡା ହେଲା ଶିଶୁ କନ୍ୟା !

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଅଲୋଡା ହେଲା ଶିଶୁ କନ୍ୟା । ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଜନ୍ମ କଲେ ପରେ ଶିଶୁକନ୍ୟା କୁ କେହି ଅଲୋଡା କରି ଫୋପାଡି ଦେଇଛି । ବାରମ୍ବାରା ରାଜ୍ୟରେ ଏଭଳି ଘଟଣା ସାମ୍ନାକୁ ଆସୁଛି । ମହାରାଜା ସିନେମା ହଲ ନିକଟ ରାସ୍ତା କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ବଢ଼ି ଭୋରରୁ କିଏ ଛାଡ଼ି ଚାଲି ଯାଇଥିବାବେଳେ ଉଦ୍ଧାର କଲେ ସାଧାରଣ ଲୋକେ। ପୋଲିସକୁ ଖବର ଦେବା ପରେ ସହିଦନଗର ଥାନା ପୋଲିସ ପହଁଚି ଶିଶୁକନ୍ୟାକୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରିଛନ୍ତି। ଶିଶୁକନ୍ୟାର ସ୍ବାସ୍ଥ୍ୟାବସ୍ଥା ଠିକ ଥିବା ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login