The Ultimate Managed Hosting Platform
ADVERTISEMENT

ପୁଣି ଅଶାନ୍ତ ଜମ୍ମୁ-କାଶ୍ମୀର, ଆଇଇଡି ବିସ୍ଫୋରଣରେ ୨ ଯବାନ ସହିଦ

Facebook
Twitter
LinkedIn

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଅଖନୁର ସେକ୍ଟରରେ ଆଇଇଡି ବିସ୍ଫୋରଣରେ ୨ ଯବାନଙ୍କ ସହିଦ ହେବା ଘଟଣା। ଅଖନୁର ସମେତ ଅନ୍ୟାନ୍ୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼଼ାକଡି କରାଯାଇଛି। ସେନା ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଜୋରଦାର ଚାଲିଛି। ଗତକାଲି ଏଲଓସିରେ ୩ ଜଣିଆ ସେନା ଟିମ ପାଟ୍ରୋଲିଂ କରୁଥିବାବେଳେ ଆଇଇଡି ବିସ୍ଫୋରଣ ଘଟିଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା। ମାତ୍ର ସେଠାରେ ଜଣେ କ୍ୟାପଟେନଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ସୂଚନା ଦେଇଥିଲେ ଜାମ୍ମୁର ହ୍ବାଇଟ ନାଇଟ କର୍ପ୍ସ ୟୁନିଟ। ଆଇଇଡି ବିସ୍ଫୋରଣ ପରେ ସେଠାକୁ ଅଧିକ ସଂଖ୍ୟକ ସେନା ପଠାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login