The Ultimate Managed Hosting Platform
ADVERTISEMENT

ପୁଣି କମଳା ପୂଜାରୀ ଅସୁସ୍ଥ, ଏସସିବିରେ ଭର୍ତ୍ତି

Facebook
Twitter
LinkedIn

କଟକ: ପୁଣି ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ। କଟକ ଏସସିବି ମେଡିକାଲରେ ଭର୍ତ୍ତି। ଆଜି ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବିର ମେଡ଼ିସିନ ବିଭାଗରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି। କିଡନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଆଗରୁ ବହୁବାର ମଧ୍ୟ କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହୋଇ ଯାଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login