The Ultimate Managed Hosting Platform
ADVERTISEMENT

ପୁଣି କେଜ୍ରିୱାଲଙ୍କୁ ଝଟକା, ସୁପ୍ରିମକୋର୍ଟରେ ହୋଇପାରିଲାନି ତୁରନ୍ତ ଶୁଣାଣି

Facebook
Twitter
LinkedIn

ନୂଆଦିଲ୍ଲୀ: ପୁଣି କେଜ୍ରିୱାଲଙ୍କୁ ଝଟକା । ସୁପ୍ରିମକୋର୍ଟରେ ହୋଇପାରିଲାନି ତୁରନ୍ତ ଶୁଣାଣି। ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଆଜି ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିରେ ମଧ୍ୟ କେଜ୍ରିୱାଲଙ୍କୁ ନିରାଶ ହେବାକୁ ପଡିଛି। ମାମଲାର ଶୁଣାଣି ଏପ୍ରିଲ ୨୯ ରେ ହେବ ବୋଲି କୋର୍ଟ କହିଛନ୍ତି। ଏହାପରେ ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ନ୍ୟାୟିକ ହେପାଜତର ଅବଧିକୁ ଏପ୍ରିଲ ୨୩ ଯାଏ ବୃଦ୍ଧି କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login