The Ultimate Managed Hosting Platform
ADVERTISEMENT

ପୁଣି ଗର୍ଜିଲେ ଶିକ୍ଷକ , ଲୋୟର ପିଏମଜିରେ ବିଶାଳ ସମାବେଶ

Facebook
Twitter
LinkedIn

ଭୁବନେଶ୍ୱର : ରାଜରାସ୍ତାରେ ପୁଣି ଗର୍ଜିଲେ ଶିକ୍ଷକ । ସରକାର ଦେଇଥିବା ପ୍ରତିଶ୍ରୁତି କାର୍ୟ୍ୟକାରୀ ନ କରିବା ପ୍ରତିବାଦରେ ପୁଣି ରାଜରାସ୍ତାକୁ ଓହ୍ଲାଇଛନ୍ତି ଓଷ୍ଟା ଶିକ୍ଷକ । ରାଜଧାନୀ ଲୋୟର ପିଏମଜିରେ ଓଷ୍ଟା ଶିକ୍ଷକଙ୍କ ବିଶାଳ ସମାବେଶ । ଆଜି ପର୍ୟ୍ୟନ୍ତ ଅନୁଦାନ ପାଇନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରୁ ଅବସର ନେଉଥିବା ଶିକ୍ଷକ ଓ କର୍ମଚାରୀଙ୍କୁ ଅବସରକାଳୀନ ସୁବିଧା ପ୍ରଦାନ କରିବା, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ କରିବା ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ କରୁନଥିବାରୁ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login