The Ultimate Managed Hosting Platform
ADVERTISEMENT

ପୁଣି ଦେଶରେ ୧ ନମ୍ବର ନବୀନ ମଡେଲ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ବର: ପୁଣି ଦେଶରେ ନମ୍ବର ଓ୍ବାନ ହେଲା ନବୀନ ରୋଲ ମଡେଲ। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆର୍ଥିକ ସୂଚକାଙ୍କରେ ଓଡ଼ିଶା ହୋଇଛି ଏକ ନମ୍ବର। ଆର୍ଥିକ ସୂଚକାଙ୍କ ୨୦୨୫ ସଂକ୍ରାନ୍ତ ନୀତି ଆୟୋଗ ରିପୋର୍ଟରେ ଓଡ଼ିଶାକୁ ଏକ ନମ୍ବରରେ ରଖାଯାଇଛି। ଆର୍ଥିକ କ୍ଷେତ୍ରରେ ସର୍ବାଧିକ ୬୭.୮ ପଏଣ୍ଟ ସହିତ ଓଡ଼ିଶାର ସ୍ଥାନ ସର୍ବାଗ୍ରେ ରହିଛି। ଋଣ ସୂଚକାଙ୍କରେ ୯୯ ପ୍ରତିଶତ ଓ ଋଣଗତ ସହନଶୀଳତା ୬୪ ପ୍ରତିଶତ ରହିଛି। ଏହାସହ ବ୍ୟୟ ଗୁଣବତ୍ତା ଓ ରାଜସ୍ବ ସମ୍ବଳ ସଂଗ୍ରହ କ୍ଷେତ୍ରରେ ବି ଓଡ଼ିଶା ଉଲ୍ଲେଖନୀୟ ଭାବେ ସଫଳତା ହାସଲ କରିଛି। ଏହି ସମୟ କାଳ ମଧ୍ୟରେ କମ୍ ରାଜସ୍ବ ନିଅଣ୍ଟ, ଋଣ ପରିଚାଳନା, ହାରାହାରି ପୁଞ୍ଜିଗତ ଆକଳନ ଓ ଜିଏସଡିପି ଅନୁପାତ କ୍ଷେତ୍ରରେ ମଧ୍ୟ ଓଡ଼ିଶା ଉତ୍ତମ ପାରଦର୍ଶିତା ହାସଲ କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login