The Ultimate Managed Hosting Platform
ADVERTISEMENT

ପୁଣି ପ୍ରଶ୍ନପତ୍ର ଲିକ ଅଭିଯୋଗ

Facebook
Twitter
LinkedIn

ଭଦ୍ରକ : ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଉତ୍ତେଜନା । ଓଏସଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ଓଏସଏସସିର ୟୁଏଲବି ଆକାଉଣ୍ଟାଣ୍ଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ । ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ପରୀକ୍ଷାର୍ଥାୀଙ୍କ ବିକ୍ଷୋଭ । ଉତ୍ୟକ୍ତ ପରୀକ୍ଷୀର୍ଥୀଙ୍କୁ ବୁଝାସୁଝା କରୁଛନ୍ତି ଉପଜିଲ୍ଲାପାଳ । ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ଆଗରେ ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି କାରଣରୁ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login