The Ultimate Managed Hosting Platform
ADVERTISEMENT

ପୁଣି ୧୩ରେ ଘୂର୍ଣ୍ଣିବଳୟ, ୧୭ ଯାଏଁ ବର୍ଷିବ

Facebook
Twitter
LinkedIn

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ପୁଣି ଲଘୁଚାପ ପ୍ରଭାବରେ ୧୭ ଯାଏଁ ବର୍ଷିବ । ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର କିମ୍ବା ଏହାର କିଛି ଦକ୍ଷିଣରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହା ପରବର୍ତ୍ତୀ ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟରେ ୧୭ ତାରିଖ ପର୍ୟ୍ୟନ୍ତ ବର୍ଷା ହୋଇପାରେ । କେନ୍ଦ୍ରୀୟ ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ ଧରଣର ବର୍ଷା ହୋଇାପାରେ । ସେହିପରି ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

କଟକ : ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି ନିହାର ରଞ୍ଜନ ମହାନ୍ତି । ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ...

ADVERTISEMENT

Login