The Ultimate Managed Hosting Platform
ADVERTISEMENT

ପୁଣି ୪ ଜଣଙ୍କ ମୁଣ୍ଡ ନେଲା କରୋନା ମୃତକଙ୍କ ସଂଖ୍ୟା ୯୦୫୬ ଛୁଇଁଲା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆଉ ୪ ଜଣଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେରେ ୨୯୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ୨୯୧୫୫୬୨୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୩୦୭୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୨୪୨୮ ଜଣ ସୁସ୍ଥ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

Login