The Ultimate Managed Hosting Platform
ADVERTISEMENT

ପୁନଃନିର୍ମାଣ ହେବ ବାହାନଗା ହାଇସ୍କୁଲ

Facebook
Twitter
LinkedIn

ବାଲେଶ୍ୱର : ପୁନଃନିର୍ମାଣ ହେବ ବାହାନଗା ହାଇସ୍କୁଲ । ପୁନଃନିର୍ମାଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଦଶ । ସ୍କୁଲ ପରିସରରେ ଥିବା ପ୍ରାଥମିକ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯିବ । ସମ୍ପୁର୍ଣ୍ଣ ଭଙ୍ଗାଯିବା ସହ ହାଇସ୍କୁଲର ପୁନଃନିର୍ମାଣ କରାଯିବ । ୫ଟି ଆଧାରରେ ଗଢାଯିବ ।ଆଦର୍ଶ ସ୍କୁଲ ହେବ । ବାହାନଗା ଟ୍ରାଜେଡି ପରେ ମୃତଦେହ ସ୍କୁଲ ଘରେ ରଖାଯାଇଥିଲା । ଏହାକୁ ନେଇ ପିଲାମାନେ ଭୟଭୀତ ହେଉଥିଲେ ।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା । ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି । ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login