The Ultimate Managed Hosting Platform
ADVERTISEMENT

ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ୍

Facebook
Twitter
LinkedIn

ପୁରୀ : ପୁରୀରେ ପହଁଚିଲା ଏନଏସଜିର ସ୍ୱତନ୍ତ୍ର ଟିମ୍ । ସୁରକ୍ଷା ନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା । ପୁରୀ ଏସପିଙ୍କ ସହ ମଧ୍ୟ ଆଲୋଚନା କରିବ ଟିମ୍ । ସୁରକ୍ଷା ନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନ । ପୁରୀ ଏସପିଙ୍କ ସହ ମଧ୍ୟ ଆଲୋଚନା କରିବ ଟିମ୍ । ଜିଲ୍ଲା ପୋଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପି ଙ୍କ ସହ ଟିମ ଅଧିକ ଆଲୋଚନା କରିବ। ପହଲେଗାମ୍ ଆକ୍ରମଣ ପରେ ଏନଏସଜି ଟିମ ପୁରୀରେ ପହଞ୍ଚି ଥିବା ବେଳେ ସୁରକ୍ଷା ନେଇ ଆଲୋଚନା କରିବେ। ଆଗକୁ ରଥଯାତ୍ରା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରାଯିବା ନେଇ ଆଲୋଚନା ହୋଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login