The Ultimate Managed Hosting Platform
ADVERTISEMENT

ପୁରୀରେ ପହଁଚିଲେ ଭାରତୀୟ କ୍ରିକେଟର, କଲେ ଜଗା ଦର୍ଶନ

Facebook
Twitter
LinkedIn

ପୁରୀ : ପୁରୀ ଶ୍ରୀମନ୍ଦିରରେ ପହଁଚି ଜଗା ଦର୍ଶନ କଲେ ଭାରତୀୟ କ୍ରିକେଟର । ଏଥିପାଇଁ କଡା ସୁରକ୍ଷା ଗ୍ରହଣ କରାଯାଇଛି ।ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କ ଦର୍ଶନ କଲେ ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ୱାସିଂଟନ ସୁନ୍ଦର । ଏହି ୩ ଖେଳାଳୀ ଶ୍ରୀମନ୍ଦିର ସିଂହଦ୍ୱାରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଥିଲା । ସେମାନେ ଶ୍ରୀମନ୍ଦିର ସିଂହଦ୍ୱାର, ବାଇଶି ପାହାଚ ଦେଇ ବେହରଣ ଦ୍ୱାର ବାଟେ ପ୍ରବେଶ କରି ରତ୍ନସିଂହାସନସ୍ଥିତ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଥିଲେ। ଦର୍ଶନ ସାରି ଫେରିବା ପରେ ବେଶ ଖୁସି ଥିଲେ ତିନି ଖେଳାଳି ।ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ । ବାରବାଟୀ ଦିନିକିଆ ମ୍ୟାଚ୍ ପାଇଁ ଗତକାଲି ଭୁବନେଶ୍ବରରେ ପହଞ୍ଚିଥିଲେ ଖେଳାଳି । ଟିମ୍ ଇଣ୍ଡିଆ ଓ ଇଂଲଣ୍ଡ କ୍ରିକେଟ ଦଳର ଖେଳାଳି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ କରାଯାଇଥିଲା ଭବ୍ୟ ସ୍ୱାଗତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login