ପୁରୀ : ଶ୍ରୀଜିଉଙ୍କ ସୁନାବେଶ ଦେଖିବାକୁ ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ । ପୁରୀକୁ ଅଧିକ ଭକ୍ତଙ୍କ ଆଗମମନ ଯୋଗୁଁ ସତର୍କ କରାଇଲା ଓଡିଶା ପୋଲିସ । ସହରରେ ଥିବା ପାର୍କିଂ ସ୍ଥାନଗୁଡିକ ପ୍ରାୟ ଭର୍ତ୍ତି ହୋଇ ସାରିଛି । ଉପଲବ୍ଧତା ଅନୁସାରେ ଏବେ ତାଳବଣିଆ ଓ ଷ୍ଟର୍ଲିଂରେ କରାଯାଉଛି ପାର୍କିଂ । ବାଟଗାଁ, ମାଳତୀପାଟପୁରରେ ଶ୍ରଦ୍ଧାଳୁଙ୍କୁ ଅଧିକ ସମୟ ଅପେକ୍ଷା କରିବାକୁ ପଡିପାରେ । ସୂଚନାକୁ ଧ୍ୟାନରେ ରଖି ପୁରୀ ଆସିବାକୁ ଓଡିଶା ପୋଲିସର ନିଦେ୍ର୍ଦଶ ।
ଆଜି ସନ୍ଧ୍ୟାଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜ୍ଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ରାତି ୧୧ଟା ପର୍ୟ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତ୍ତି ନେଇଛି । ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ଵ୍ୟାରିକେଡ୍ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ତା କରାଯାଇଛି । ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ୟତମ ।
ପୁରୀରେ ପ୍ରବଳ ଭିଡ : ସତର୍କ କଲା ପୋଲିସ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







