The Ultimate Managed Hosting Platform
ADVERTISEMENT

ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ୍

Facebook
Twitter
LinkedIn

ଭୁବନେଶ୍ୱର: ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ । ଆଜି ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ ବୁଲି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ୫ଟି ସଚିବ । ପୁରୀ ଜିଲ୍ଲାପାଳ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ୫ଟି ସଚିବଙ୍କୁ ସବିଶେଷ ବୁଝାଇଥିଲେ । ସେହିପରି ଜଗନ୍ନାଥ ବଲ୍ଲଭ ମଠ ପରିସରରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ । ଶ୍ରୀସେତୁ ନିର୍ମାଣର ଅଗ୍ରଗତିର ସମୀକ୍ଷା କରିଥିଲେ ୫ଟି ସଚିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ : ପୁରୁଷ ବନ୍ଧୁ ଗିରଫ

ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ । ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ ନେଇ କେନ୍ଦ୍ରାପଡା ଏସପିଙ୍କ...

Login