The Ultimate Managed Hosting Platform
ADVERTISEMENT

ପୁରୀ ବେଳାଭୂମିରୁ ନରକଙ୍କାଳ ଉଦ୍ଧାର

Facebook
Twitter
LinkedIn

ପୁରୀ: ପୁରୀ ବେଳାଭୂମିରୁ ଉଦ୍ଧାର ହେଲେ ଜଣଙ୍କର ଖପୁରୀ ସହ ଶରୀରର କିଛି ଅଂଶ । ଗତକାଲି ବିଳମ୍ବିତ ରାତିରେ ବେଳାଭୂମି ନିକଟରେ ଥିବା ଷ୍ଟର୍ଲିଙ୍ଗ ହୋଟେଲ ରାସ୍ତା ପାଖରୁ ଏହି ମଣିଷ ଖପୁରୀ ସହ ଶରୀରର ଅଂଶ ମିଳିଛି । ଖପୁରୀଟି ଏକ ପୁରୁଷର ବୋଲି ସାର୍ଟରୁ ଅନୁମାନ କରାଯାଉଛି । ଏହି ମୃତ ଦେହଟି ବଳିଆପଣ୍ଡା ଥାନା ଅଞ୍ଚଳରେ ପଡିଥିଲା । ବଳିଆପଣ୍ଡା ଥାନା ପୋଲିସ ଖପୁରୀ ଓ ଶରୀର ଅଂଶ ବିଶେଷକୁ ଜବତ କରି ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଏଫଏମଡି ଡିପାର୍ଟମେଣ୍ଟକୁ ପଠାଯାଇଛି । ରିପୋର୍ଟ ଆଧାରରେ ତଦନ୍ତ କରାଯିବ। ମୃତଦେହଟି କାହାର ତାହା ଜଣାପଡିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login