The Ultimate Managed Hosting Platform
ADVERTISEMENT

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟିମ୍ ଇଣ୍ଡିଆ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ, କଳା ବ୍ୟାଣ୍ଡ ପିନ୍ଧି ପଡିଆକୁ ଓହ୍ଲାଇଲା ଦଳ

Facebook
Twitter
LinkedIn

ମେଲବୋର୍ଣ୍ଣ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କର ଦେହାନ୍ତ ଯୋଗୁ ସମଗ୍ର ଦେଶରେ ଶୋକାକୁଳ ପରିବେଶ ରହିଛି। ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ଖେଳୁଥିବା ଟିମ୍ ଇଣ୍ଡିଆ ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି। ବର୍ଡର-ଗାଭାସ୍କର ଟ୍ରଫିର ମେଲବୋର୍ଣ୍ଣ ଟେଷ୍ଟ୍ରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟିମ୍ ଇଣ୍ଡିଆ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଖେଳାଳିମାନେ କଳା ବ୍ୟାଣ୍ଡ ପିନ୍ଧି ଖେଳିବାକୁ ପଡ଼ିଆକୁ ଓହ୍ଲାଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login