ବାଙ୍କୀ : ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ରେଡ । ଡମପଡା ଦୁଲଣାପୁର ପୂର୍ବତନ ସରପଞ୍ଚ ସୁନିଲ ସାହୁଙ୍କ ଘରେ ରେଡ । ମନରେଗା ଦୁର୍ନୀତି ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ । ତୁଳସୀପୁର ସ୍ଥିତ ପେଟ୍ରୋଲ ପମ୍ପରେ ମଧ୍ୟ ଚାଲିଛି ରେଡ୍ । ମନରେଗା ଦୁର୍ନୀତି ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ପରେ ରେଡ୍ ।
Views: 124











