The Ultimate Managed Hosting Platform
ADVERTISEMENT

ପୋଖରୀରେ ବୁଡି ୨ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଭୁବନେଶ୍ୱର : ପୋଖରୀରେ ବୁଡ଼ି ୧୮ ମାସର ଶିଶୁ କନ୍ୟାର ମୃତ୍ୟୁ ହୋଇଯାଇଛି । ଘଟଣାଟି ଘଟିଛି କୋଣାର୍କ ଥାନା କୁରୁଜଙ୍ଗ ପଞ୍ଚାୟତ ଭାଣ ଗାଁରେ । ମହିଳା ଜଣକ ଘରେ ରୋଷେଇ କରୁଥିବା ବେଳେ ଶିଶୁଟି ଚାଲି ଚାଲି ପୋଖରୀ ପାଖକୁ ଯାଇଥିଲା ଏବଂ ସେଠାରେ ପାଣିରେ ପଡ଼ି ଯାଇଥିଲା । ତେବେ ଶିଶୁ କନ୍ୟାକୁ ବହୁ ଖୋଜାଖୋଜି ପରେ ପୋଖରୀରେ ଭାସୁଥିବା ଦେଖି ପରିବାର ଲୋକ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ମଧ୍ୟ ଡାକ୍ତର କୁନି ଝିଅଟିକୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ ଘର ଠାରୁ କିଛି ଦୂରରେ ଖେଳୁଥିଲା ପୁଅ ହେଲେ ଖେଳୁ ଖେଳୁ ପୋଖରୀରେ ବୁଡ଼ିଗଲା ଆଉ ଚାଲିଗଲା ଜୀବନ । ଗାଁ ପୋଖରୀରେ ବୁଡ଼ି ଜଣେ ୭ ବର୍ଷ ନାବାଳକର ଜୀବନ ଚାଲିଯାଇଛି । ଏଭଳି ଅଭାବନୀୟ ଘଟଣା ମୟୂରଭଞ୍ଜ ଶରତ ଥାନା ଧପଡା ଗାଁରେ ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login